www.samajalive.in
Saturday, December 6, 2025
16.1 C
Bhubaneswar

ସିଆରପିଏଫ୍ କ୍ୟାମ୍ପ ଉପରେ ଗ୍ରେନେଡ ଆକ୍ରମଣ

ଶ୍ରୀନଗର : ଜାମ୍ମୁ କାଶ୍ମୀରର ଶ୍ରୀନଗରର ନୋରବାଗ ଅଞ୍ଚଳରେ ଥିବା ସିଆରପିଏଫ୍ କ୍ୟାମ୍ପ ଉପରକୁ ଆତଙ୍କବାଦୀମାନେ ଗ୍ରେନେଡ ଫିଙ୍ଗିଛନ୍ତି। ମାତ୍ର ଏହି ଆକ୍ରମଣରେ ଯବାନଙ୍କର କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। ସର୍ଚ୍ଚ ଅପରେସନ୍ ଜାରି ରହିଛି।

ଜଣେ ପୁଲିସ ଅଧିକାରୀ କହିଛନ୍ତି ଯେ, ଆତଙ୍କବାଦୀମାନେ ଶୁକ୍ରବାର ସକାଳ ୬ଟା ୪୦ ସମୟରେ କ୍ୟାମ୍ପ ଉପରକୁ ଗ୍ରେନେଡ ଫିଙ୍ଗିଥିଲେ। କ୍ୟାମ୍ପ ବାହାରେ ଗ୍ରେନେଡ ବିସ୍ଫୋରଣ ହୋଇଥିଲା ଏବଂ ଏଥିରେ ଗୋଟିଏ କୁକୁରର ମୃତ୍ୟୁ ଘଟିଥିଲା। ମାତ୍ର ଯବାନମାନେ ଅଳ୍ପକେ ବର୍ତ୍ତି ଯାଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories