www.samajalive.in
Saturday, December 6, 2025
23.1 C
Bhubaneswar

ଗ୍ରୋସରୀ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ସୋର : ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସିଙ୍ଗାଖୁଣ୍ଟା ବଜାରରେ ଥିବା ଗ୍ରୋସରୀ ଦୋକାନରେ ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ । ଦୋକାନରେ ଥିବା ଅନେକ ସାମଗ୍ରୀ ନିଆଁରେ ପୋଡ଼ି ପାଉଁଶ ହୋଇଯାଇଛି। ଗୁରୁବାର ରାତିରେ ଦୁର୍ବୃତ୍ତମାନେ ସଟର କାଟି ନିଆଁ ଲଗାଇଦେଇଥିବା ଅନୁମାନ କରାଯାଉଛି । ଶୁକ୍ରବାର ସକାଳେ ଲୋକମାନେ ଦୋକାନରେ ନିଆଁ ଲାଗିଯାଇଥିବା ଦେଖି ଅଗ୍ନିଶମବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ସମସ୍ର ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories