www.samajalive.in
Sunday, December 14, 2025
16.1 C
Bhubaneswar

ୟୁପିଆଇରେ ଲାଗିବନି ଜିଏସଟି, ସ୍ପଷ୍ଟୀକରଣ ରଖିଲା ଅର୍ଥ ମନ୍ତ୍ରାଳୟ

ନୂଆଦିଲ୍ଲୀ: ୨ହଜାର ଟଙ୍କାରୁ ଅଧିକ ୟୁପିଆଇ ପ୍ରଦାନ ଉପରେ ଜିଏସଟି ଲାଗିବ ନାହିଁ ବୋଲି ଭାରତୀୟ ଅର୍ଥ ମନ୍ତ୍ରାଳୟ ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଇଛି। ୟୁପିଆଇ ପ୍ରଦାନରେ ଜିଏସଟି ଖବରକୁ ମିଥ୍ୟା ବୋଲି ଅର୍ଥ ମନ୍ତ୍ରାଳୟ କହିବା ସହିତ ଡିିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହନ ଦେବାରେ ସରକାର ପ୍ରତିଶ୍ରୁତି ବଦ୍ଧ ବୋଲି ସ୍ପଷ୍ଟୀକରଣ ରଖାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories