www.samajalive.in
Friday, December 5, 2025
27.1 C
Bhubaneswar

ମଣ୍ଡିରୁ ଧାନ ନ ଉଠିବାରୁ ,ବିଷ ବୋତଲ ଧରି ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ

ଗୁଡଭେଲା: ମଣ୍ଡିରୁ ଧାନ ନ ଉଠିବାରୁ ,ବିଷ ବୋତଲ ଧରି ଚାଷୀ  ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ନୂଆପଡ଼ା ସମବାୟ ସମିତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁଡଭେଲା ବ୍ଳକ ଅନ୍ତର୍ଗତ ନୂଆପଡ଼ା ସମବାୟ ସମିତିରେ ଟୋକନ ଲ୍ୟାପ୍ସ ହେବାରୁ ଜଣେ ଚାଷୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବୁଧବାର ଚାଷୀଙ୍କ ବଡ଼ ଭାଇଙ୍କ ଟୋକନ ଲ୍ୟାପ୍ସ ହୋଇଥିଲା। ଫଳରେ ଏବେ ପର୍ୟ୍ୟନ୍ତ ମଣ୍ଡିରୁ ଧାନ ଉଠି ପାରିନାହିଁ। ଯାହା ଫଳରେ ଚାଷୀ ପେକ୍ସ ଭିତରେ ବିଷ ବୋତଲ ଧରି ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories