www.samajalive.in
Saturday, December 6, 2025
14.1 C
Bhubaneswar

ତୋଷରା ତୋଷାଳୀ ମହୋତ୍ସବର ମଶାଲ ଶୋଭାଯାତ୍ରା 

ଗୁଡଭେଲା: ତୋଷରା ତୋଷାଳୀ ମହୋତ୍ସବ ପାଇଁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ବରୀଙ୍କୁ ପୂଜା ଅର୍ଚ୍ଚନା କଲା ପରେ ମଶାଲ ଶୋଭାଯାତ୍ରା ଆରମ୍ଭ ହୋଇଯାଇଛି । ପାରମ୍ପାରିକ ଲୋକନୃତ୍ୟରେ ଏକ ବିରାଟ ପଡୁଆର ସହିତ ନଗର ପରିକ୍ରମା ପରେ ମଞ୍ଚସ୍ଥଳରେ ମଶାଲ ସ୍ଥାପନ କରାଯିବା ପରେ ମଞ୍ଚ ପୂଜା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲ। । ଏଥିରେ ପୂର୍ବତନ ଜଙ୍ଗଲ ମନ୍ତ୍ରୀ ସୁରେନ୍ଦ୍ର ସିଂହ ଭୋଇ, ଗୁଡଭେଲା ବ୍ଳକ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା ଏବଂ ଅଞ୍ଚଳର ଅନେକ ମାନ୍ୟଗନ୍ୟ ବ୍ୟକ୍ତି ସହ ମହୋତ୍ସବ କମିଟିର କର୍ମକର୍ତ୍ତା  ଉପସ୍ଥିତ ହୋଇଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories