www.samajalive.in
Sunday, December 7, 2025
13.1 C
Bhubaneswar

ଦୁଇ ବାଇକ ମୁହାମୁହିଁ ଧକ୍କା,ଜଣେ ମୃତ, ୩ ଆହତ

ଜି.ଊଦୟଗିରି,- ଜି ଉଦୟଗିରି ବ୍ଳକ ତ ନିଲୁଙ୍ଗିଆ ନିକଟରେ ଦୁଇଟି ବାଇକ ମଧ୍ୟରେ ମୁହାମୁହିଁ ଧକ୍କା । ଏହି ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ଜଣାପଡିଛି ।

ଶୁକ୍ରବାର ସନ୍ଧ୍ୟାରେ ଗେ ନୁଆଁଗା ବ୍ଳକ ବିରନ୍ଦାପଡା ଗ୍ରାମର ଚିତରଞ୍ଜନ ପ୍ରଧାନ ଓ ଜି.ଉଦୟଗିରି ବ୍ଳକ କତିଙ୍ଗିଆ ଗ୍ରାମର ବୈକୁଣ୍ଠ ପ୍ରଧାନ ଜି.ଉଦୟଗିରି ଆଡକୁ ଆସୁଥିବା ବେଳେ ବିପରୀତ ପଟୁ ଅନ୍ୟ ଏକ ବାଇକ ଯୋଗେ ରାଜୀବ ପାତ୍ର ଓ ଜ୍ଞାନଚନ୍ଦ୍ର ପ୍ରଧାନ ତାଙ୍କ ସହ ଧକ୍କା ହୋଇଥିଲା । ଫଳରେ ଉଭୟ ଗାଡିର ଥିବା ୪ ଜଣ ରାସ୍ତା ଉପରେ ଛିଟିକି ପଡିଥିଲେ। ଖବରପାଇ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଜି.ଉଦୟଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା ।

- Advertisement -

ଡାକ୍ତରଖାନାରେ, ଡାକ୍ତର ବୈକୁଣ୍ଠ ପ୍ରଧାନଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ୩ ଜଣ ଚିକିତ୍ସିତ ହେଉଥିବା ସୂଚନା ମିଳିଛି । ଖବରପାଇ ଜି.ଉଦୟଗିରି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଉଭୟ ବାଇକକୁ ଜବତ କରିଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories