www.samajalive.in
Saturday, December 6, 2025
23.1 C
Bhubaneswar

ବିପିସିଙ୍କୁ ମାଡମାରିବା ଘଟଣା; ୫ ଅଭିଯୁକ୍ତ କୋର୍ଟ ଚାଲାଣ

ଗୁଡଭେଲା: ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଲକ ମିଶନ ଶକ୍ତି ବିଭାଗର ବିପିସି ନିର୍ମଳ ପଧାନଙ୍କୁ ଅଧ୍ୟକ୍ଷାଙ୍କ ଚେମ୍ବର ଭିତରେ ମାଡମାରିଥିବା ନେଇ ତୁଷୁରା ଥାନାରେ ୯ ଜଣଙ୍କ ନାଁରେ ଅଭିଯୋଗ ହୋଇଥିଲା । ପୁଲିସ କେସ୍ ନମ୍ବର ୧୯୬ରେ ଏକ ମାମଲା ରୁଜୁ କରି ବୁଧବାର ୯ ଜଣଙ୍କ ମଧ୍ୟରୁ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି । ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଗୁଡଭେଲାର ରୋହିତ ବାଗ, ଜଗଦୀଶ ବାଗ, ଧୁବେଇ ଚରଣ ମନହିରା, ରମାକାନ୍ତ ମହାପାତ୍ରଙ୍କ ସହ ଜାମୁଟର ଶଙ୍କରଷଣ କର୍ମୀ। ଅଧିକ ତଦନ୍ତ ଚାଲିଛି ପରେ ସମସ୍ତ ତଥ୍ୟ ଦିଆଯିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories