www.samajalive.in
Sunday, December 14, 2025
16.1 C
Bhubaneswar

ପବିତ୍ର ରଥଯାତ୍ରା ଅବସରରେ ସଂଗୀତଭିତ୍ତିକ କାର୍ଯ୍ୟକ୍ରମ ‘ଗୁହାରି’ ଉଦଘାଟିତ

ଭୁବନେଶ୍ୱର: ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଏକ ନିଆରା ଭକ୍ତି ଭାବାପନ୍ନ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ‘ଗୁହାରି’ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଉଦ୍‌ଘାଟିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମକୁ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଉଦଘାଟନ କରିଥିଲେ । ଏହି ଅବସରରେ ପଦ୍ମଶ୍ରୀ ଶ୍ରୀମତୀ ଶ୍ୟମାମଣି ଦେବୀ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ଅତିରିକ୍ତ ଶାସନ ସଚିବ ମଧୁସୂଦନ ଦାଶ, କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ଅଧିକାରୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ଓଡ଼ିଶା ସଂଗୀତ ନାଟକ ଏକାଡେମୀର ସଚିବ ପ୍ରବୋଧ କୁମାର ରଥଙ୍କ ସମେତ ବିଭାଗର ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ଅନୁଜା ତାରିଣୀ ମିଶ୍ର ପରିଚାଳନା କରିଥିଲେ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories