www.samajalive.in
Monday, December 8, 2025
27.1 C
Bhubaneswar

ବସ୍-ଟ୍ରକ୍ ଦୁର୍ଘଟଣା; ୩ମୃତ, ୩୦ରୁ ଅଧିକ ଆହତ

ଗୁଜରାଟ: ବନାସକାଣ୍ଠା ଜିଲ୍ଲା ପାଲନପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏକ ଯାତ୍ରୀବାହୀ ସହ ଟ୍ରକ୍‌ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୩୦ରୁ ଅଧିକ ଆହତ ହୋଇଥିବା ବେଳେ ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୁଲିସର ସୂଚନା ଅନୁଯାୟୀ ଆଜି ସକାଳୁ ଏହି ଦୁର୍ଘଟଣା ହୋଇଛି । ବସ୍‌ଟି ଯାତ୍ରୀମାନଙ୍କୁ ଧରି ଅହମ୍ମଦାବାଦ ଯାଉଥିଲା । ହେଲେ ଭାରସାମ୍ୟ ହରାଇ ବସଟି ଟ୍ରକ୍‌ ସହ ଦୁର୍ଘଟଣା ହୋଇଥିଲା । ଘଟଣାସ୍ଥଳରେ ଡ୍ରାଇଭରଙ୍କ ସମେତ ଅନ୍ୟ ଦୁଇଜଣ ଯାତ୍ରଙ୍କ ମୃତ୍ୟୁ ହୋଇଛି । ସମସ୍ତ ମୃତକଙ୍କ ବୟସ ୩୫ରୁ ୪୦ ବର୍ଷ ହେବ ବୋଲି କହିଛି ପୁଲିସ ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories