ବଡ ଅଘଟଣ ; ନଦୀ ଉପରେ ୨ ଫାଳ ହେଲା ପୋଲ, ୯ ମୃତ, ଦେଖନ୍ତୁ ଛାତିଥରା ଦୃଶ୍ୟ

ଗୁଜରାଟ : ଗୁଜରାଟରେ ବୁଧବାର ଏକ ବଡ ଅଘଟଣ ଘଟିଛି । ବଦୋଦରାରେ ଏକ ପୋଲ ହଠାତ୍‌ ଦୁଇ ଫାଳ ହୋଇ ଏକାଧିକ ଗାଡି ନଦୀକୁ ଖସି ପଡିବାରୁ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ବଦୋଦରା ଓ ଆନନ୍ଦକୁ ଯୋଡୁଥିବା ମହୀସାଗରନଦୀରେ ତିଆରି ହୋଇଥିବା ପୋଲ ଖସି ପଡିଛି । ଖବର ପାଇବା ମାତ୍ରେ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିବା ସହ ଉଦ୍ଧାରକାର୍ଯ୍ୟ ଜାରି ରହିଛି … Continue reading ବଡ ଅଘଟଣ ; ନଦୀ ଉପରେ ୨ ଫାଳ ହେଲା ପୋଲ, ୯ ମୃତ, ଦେଖନ୍ତୁ ଛାତିଥରା ଦୃଶ୍ୟ