www.samajalive.in
Sunday, December 7, 2025
26.1 C
Bhubaneswar

ଗୁଜରାଟରେ ଭୂକମ୍ପ ଝଟକା

ରାଜକୋଟ: ଗୁଜରାଟର ରାଜକୋଟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରାଜକୋଟରେ ମଧ୍ୟମ ଧରଣ ଭୂକମ୍ପ ସନ୍ଧ୍ୟା ୮.୧୩ ସମୟରେ ଅନୁଭୂତ ହୋଇଛି। ରାଜକୋଟର ଉତ୍ତର ପଶ୍ଚିମ ଦିଗରୁ ୧୨୨ କିଲୋମିଟର ଦୂରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି।।ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୮ ରହିଥିବା ଜଣାପଡ଼ିଛି। ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନାହିଁ ବୋଲି କେନ୍ଦ୍ର ସରକାରଙ୍କ ପୃଥିବୀ ବିଜ୍ଞାନ ମନ୍ତ୍ରାଳୟର ନ୍ୟାସ୍‌ନାଲ୍‌ ସେଣ୍ଟର ଫର ସେସ୍‌ମୋଲୋଜି ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories