www.samajalive.in
Saturday, December 6, 2025
23.1 C
Bhubaneswar

ନର୍ମଦାରେ ବୁଡି ଗଲେ ଗୋଟିଏ ପରିବାରର ୭ ଜଣ, ଖୋଜାଖୋଜି ଜାରି

ଗୁଜରାଟ : ଗୁଜୁରାଟର ପୋଇଚାରେ ନର୍ମଦା ନଦୀରେ ଗୋଟିଏ ପରିବାରର ୭ ଜଣ ବୁଡି ଯାଇଥିବା ନେଇ ଖବର ମିଳିଛି। ମଙ୍ଗଳବାର ମଧ୍ୟାହ୍ନରେ ଏମାନେ ନଦୀକୁ ଗାଧୋଇବାକୁ ଯାଇଥିଲେ। ପାଣିର ଅଧିକ ସ୍ରୋତରେ ଭାସି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇବା ମାତ୍ରେ ଏନଡିଆରଏଫ ଦଳ ଏବଂ ଭଦୋଦରା ଦମକଳ କର୍ମଚାରୀ ନଦୀରେ ଖୋଜାଖୋଜି ଜାରି ରଖିଛନ୍ତି।

ଅଧିକ ଫୋନ୍ ବ୍ୟବହାର କଲେ ଗୋଡାଇ ଗୋଡାଇ ମାରିବ ଷଣ୍ଢ ; ବିଶ୍ୱାସ ନ ହେଲେ ଦେଖନ୍ତୁ ଭିଡିଓ..

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories