ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳରୁ ଗୁଳିମାଡ, ୨ ଅଟକ

ରାଉରକେଲା: ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳରୁ ଗୁଳିମାଡ ଘଟିଛି । ରଘୁନାଥପାଲି ଥାନା ଦେ ଗାଁର ଏକ ଢାବା ନିକଟରେ ପ୍ରଥମେ ବଚସା ପରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଶେଷରେ ଜଣେ ଯୁବକଙ୍କୁ ଗୁଳିମାଡ ହୋଇଛି । ୨ ଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି ।

Comments are closed.