www.samajalive.in
Sunday, December 14, 2025
26.1 C
Bhubaneswar

ଆମେରିକାର ଏକ ବିଦ୍ୟାଳୟରେ ଆଖିବୁଜା ଗୁଳିମାଡ, ୪ ମୃତ

ୱାଶିଂଟନ,୧୦ା୧୧: ଆମେରିକାର ମିସିସିପିରେ ଏକ ହାଇସ୍କୁଲରେ ଆଖିବୁଜା ଗୁଳିମାଡ ମାମଲା ସାମ୍ନାକୁ ଆସିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ୪ ଗୁରୁତରଙ୍କୁ ହେଲିକପ୍ଟରରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ଯାଞ୍ଚ ଚାଲିଥିବା ସୂଚନା ଦେଇଛନ୍ତି ସ୍ଥାନୀୟ ମେୟର ଜନ୍ ଲି। ସେ କହିଛନ୍ତି କି ବିଳମ୍ବିତ ରାତ୍ରିରେ ଏହି ଘଟଣା ଘଟିଛି। ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଗୁରୁତରଙ୍କ ଚିକିତ୍ସା ଚାଲିଛି। ମିସିସିପିର ଛୋଟ ସହର ଲେଲ୍ୟାଣ୍ଡରେ ଏହି ଗୁଳିକାଣ୍ଡ ଘଟିଛି। ଏଠାରେ ସମୁଦାୟ ୪ ହଜାର ଲୋକ ବାସ କରନ୍ତି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories