www.samajalive.in
Sunday, December 14, 2025
14.1 C
Bhubaneswar

ଖାକି ପୋଷାକରେ ମୃଣାଳ; ରିଲିଜ୍‌ ହେଲା ‘ଗୁମରାହ’ ଟ୍ରେଲର

ମୁମ୍ବାଇ: ଆଦିତ୍ୟ ରୟ କପୁର ଓ ମୃଣାଳ ଠାକୁରଙ୍କ ଆଗାମୀ ଚଳଚ୍ଚିତ୍ର ‘ଗୁମରାହ’ର ଟ୍ରେଲର ଗୁରୁବାର ରିଲିଜ୍‌ ହୋଇଛି। ଏଥିରେ ମୃଣାଳ ଖାକି ପୋଷାକରେ ନଜର ଆସିଛନ୍ତି। ଫିଲ୍ମରେ ସେ ଜଣେ ପୁଲିସ ଅଧିକାରୀ ଭୂମିକାରେ ଅଭିନୟ କରିଛନ୍ତି। ଅପରପକ୍ଷେ, ଆଦିତ୍ୟଙ୍କର ଏଥିରେ ଡବଲ୍‌ ରୋଲ୍‌ ରହିଛି। ରୋନିତ୍‌ ରୟ ମଧ୍ୟ ଫିଲ୍ମରେ ପୁଲିସ ଅଧିକାରୀ ଭୂମିକାରେ ଅଭିନୟ କରିଛନ୍ତି। ଟ୍ରେଲର ରହସ୍ୟରେ ପରିପୂର୍ଣ୍ଣ।

ସୂଚନାଯୋଗ୍ୟ, ଚଳଚ୍ଚିତ୍ର ‘ଗୁମରାହ’ ହେଉଛି ୨୦୧୯ରେ ଆସିଥିବା ତାମିଲ ଚଳଚ୍ଚିତ୍ର ‘ଥଡମ୍’ର ହିନ୍ଦୀ ରିମେକ୍। ଏପ୍ରିଲ ୭ରେ ପରଦାକୁ ଆସିବ ‘ଗୁମରାହ’।

- Advertisement -

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories