www.samajalive.in
Monday, December 8, 2025
27.1 C
Bhubaneswar

ଦେଶୀ ବନ୍ଧୁକ କାରଖାନା ଠାବ

ନୟାଗଡ : ନୟାଗଡ ଜିଲାରେ ଦେଶୀ ବନ୍ଧୁକ କାରଖାନା ଠାବ ହୋଇଛି। ଗୋପୀନାଥପୁରରେ ଦେଶୀ ବନ୍ଧୁକ କାରଖାନାକୁ ସଦର ଥାନା ପୁଲିସ ଠାବ କରିଛି। ସେଠାରୁ ୫ଟି ବନ୍ଧୁକ ଜବତ କରାଯାଇଛି। ଏହାସହ ଜଣଙ୍କ ମଧ୍ୟ ଗିରଫ କରାଯାଇଥିବା ଜଣାପଡିଛି।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories