www.samajalive.in
Tuesday, November 18, 2025
27.1 C
Bhubaneswar

ଗାଙ୍ଗାଲୁରରେ ଗୁଳି ବିନିମୟ: ସୁରକ୍ଷାକର୍ମୀଙ୍କ ଗୁଳିରେ ୮ ନକ୍ସଲ ନିହତ

ବିଜାପୁର : ଛତିଶଗଡ଼଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୮ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଛି। ଗାଙ୍ଗାଲୁରୁରେ ଗୁଳି ବିନିମୟବେଳେ ୮ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ବିଜାପୁର ଜିଲା ଗାଙ୍ଗାଲୁରରେ ସର୍ଚ୍ଚ ଅପରେସନ ଜାରି ରହିଥିବା ସୂଚନା ମିଳିଛି ।

Hot this week

ଏସସିବିରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ସମାଜଲାଇଭ ଡେସ୍କ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼...

୧୦ ଅଭିଯୁକ୍ତଙ୍କ ନାଁରେ ଏନ୍‌ଆଇଏ ଚାର୍ଜସିଟ୍

ଭୁବନେଶ୍ଵର : ବାଂଲାଦେଶୀ ନାବାଳିକା ଚାଲାଣ ଅଭିଯୋଗରେ ୧୦ ଅଭିଯୁକ୍ତଙ୍କ ନାଁରେ...

ଏକ୍ସ ଓ ଚାଟ୍‌ଜିପିଟି ସର୍ଭର ଡାଉନ୍

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଏବଂ ଚାଟ୍ ଜିପିଟି ସର୍ଭର...

ବିମାନ ୩ ଘଣ୍ଟା ବିଳମ୍ବ, ପୁଣେ ବିମାନବନ୍ଦରରେ ତିକ୍ତତା

ପୁଣେ, ୧୮ା୧୧: ପୁଣେ ବିମାନବନ୍ଦରରେ ମଙ୍ଗଳବାର ଇଣ୍ଡିଗୋର ପୁଣେ-ଦିଲ୍ଲୀ ବିମାନ(୬ଇ ୬୭୬୩)...

ମୃତଦେହ ଝୁଣି ଖାଉଛି କୁକୁର

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ...

Related Articles

Popular Categories