www.samajalive.in
Sunday, December 7, 2025
14.1 C
Bhubaneswar

ନବବଧୁଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ସ୍ବାମୀ , ଶାଶୁ, ଶ୍ଵଶୂର

ଗୁଣପୁର: ଗୁଣୁପୁର ସହର ଗଣେଷ ବିହାର ଅଞ୍ଚଳରେ ନବବଧୁ ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା।  ସ୍ବାମୀ,ଶାଶୁ ଏବଂ ଶ୍ବଶୁରଙ୍କୁ ଗିରଫ କଲା ପୁଲିସ୍।  ଗିରଫ ସ୍ବାମୀ ଦେବାଶିଷ ମାଝି, ଶ୍ବଶୁର ଶରତ ଚନ୍ଦ୍ର ମାଝି, ଶାଶୁ ଚନ୍ଦ୍ରମା ମାଳ ବିଶୋଇ ବୋଲି ଜଣାପଡିଛି। ୯ ତାରିଖ ରାତିରେ ରଶ୍ମୀ ରଂଞ୍ଜନୀ ବଡକୁମାର ନାମକ ଜଣେ ନବ ବିବାହିତା ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିଲା। ପରିବାର ଲୋକ ମୃତ୍ୟୁ ଖବର ପାଇବା ପରେ ଥାନାରେ ଅଭିଯୋଗ କରିଥିଲେ। ଏତଲାକୁ ଭିତ୍ତି କରି ପୁଲିସ୍ ଘଟଣାରେ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories