www.samajalive.in
Saturday, December 6, 2025
23.1 C
Bhubaneswar

ସରପଞ୍ଚଙ୍କ ସ୍ଵାମୀ ଏବଂ ଶ୍ଵଶୁରଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଗୁଣପୁର: ସରପଞ୍ଚଙ୍କ ସ୍ଵାମୀ ଏବଂ ଶ୍ଵଶୁରଙ୍କୁ ହତ୍ୟା। ଗୁଣପୁର ପଦ୍ମପୁର ଥାନା ସାରିଗାଡା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଲିକିଟିପଦର ସରପଞ୍ଚଙ୍କ ସ୍ଵାମୀ ଏବଂ ଶ୍ଵଶୁରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାକାଣ୍ଡର କାରଣ ଜଣାପଡିନଥିବାବେଳେ ଗାଁ ଦାଣ୍ଡରେ ବାପ-ପୁଅଙ୍କ ମୃତଦେହ ପଡିରହିଛି। ଖବର ପାଇ ପଦ୍ମପୁର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories