www.samajalive.in
Saturday, December 6, 2025
14.1 C
Bhubaneswar

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ

ରାୟଗଡ଼଼ା: ରାୟଗଡ଼଼ା ଜିଲା ଗୁଣୁପୁର ଗୁଲାସାହିରେ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଯୁବକଙ୍କ ବୟସ ୩୮ ବର୍ଷ ଏବଂ ତାଙ୍କ ନାମ କରାଳ ରାଜୁ ବୋଲି ଜଣାପଡ଼ିଛି।

ଗୁଲାସାହିର କରାଳ ରାଜୁଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବା ଖବର ପାଇ ଗୁଣପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପାରିପାର୍ଶିକ ପରିସ୍ଥିତିକୁ ଅନୁଧ୍ୟାନ କରିବା ସହିତ ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

- Advertisement -

କରାଳ ରାଜୁଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପାରିବାରିକ ଅଶାନ୍ତିରୁ କରାଳ ରାଜୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ତେବେ ଗୁଲାସାହି କରାଳ ରାଜୁଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିବାରୁ ଏହାର ତଦନ୍ତ ଜାରି ରହିଛି ବୋଲି ଗୁଣପୁର ପୁଲିସ ସୂଚନା ଦେଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories