www.samajalive.in
Friday, December 12, 2025
26.1 C
Bhubaneswar

ଟ୍ରାକ୍ଟର ଓଲଟି ୩ ଶ୍ରମିକ ମୃତ

ଗୁଣପୁର : ଇଟା ବୋଝେଇ ଟ୍ରାକ୍ଟର ଓଲଟି ଚାଲିଗଲା ୩ ଶ୍ରମିକଙ୍କ ଜୀବନ । ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ଶୁକ୍ରବାର ଗୁଲୁମୁଣ୍ଡାପାକା ନିକଟ ମୁଖ୍ୟ ରାସ୍ତାରେ ଘଟିଛି । ଚାଳକ ସମେତ ୪ ଗୁରୁତର ହୋଇଥିବା ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଗୁଣପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ପୁଣି ପ୍ରୟାଗରାଜ ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ

ଏଥର ମହାଶିବରାତ୍ରୀରେ ମହାସଂଯୋଗ: ଏହି ରାଶିଙ୍କୁ ମାଲାମାଲ୍‌ କରିବେ ପ୍ରଭୁ ଶିବଶଙ୍କର, ହେବେ ଭାଗ୍ୟଶାଳୀ

- Advertisement -

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories