ଗୁଣପୁର : ହଷ୍ଟେଲ ଭିତରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ଘରୋଇ ବିଶ୍ୱବିଦ୍ୟାଳୟର ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣକ ବିଟେକ୍ କମ୍ପ୍ୟୁଟର୍ ସାଇନ୍ସ ବିଭାଗର ୪ର୍ଥ ବର୍ଷ ଛାତ୍ର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଛାତ୍ରଙ୍କ ଘର କେନ୍ଦ୍ରାପଡା ରାଜନଗରର ସନ୍ଦିପ ଲେଙ୍କା। ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।
ଉଦୟ ହେଲେ ଶନି : ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଧନ, କାହାକୁ ମିଶ୍ରିତ ଫଳ



