www.samajalive.in
Sunday, December 14, 2025
23.1 C
Bhubaneswar

ଅଗ୍ନିକାଣ୍ଡରେ ମହିଳା ମୃତ, ୨ ଆହତ: ୩ ପରିବାରର ୮ ବଖରା ଘର ଭସ୍ମୀଭୂତ

ଗୁଣୁପୁର: ରାୟଗଡ଼ା ଜିଲା ଗୁଣୁପୁର ଟ୍ରେଜେରି ଅଫିସ୍ ନିକଟ ଅସ୍ଥାୟୀ କଲୋନୀରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟିଛି। ନିଆଁରେ ପୋଡ଼ି ହୋଇ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ପ୍ରଭାତି ସାନପଲେଇ( ୫୦)। ତାଙ୍କ ସ୍ବାମୀ ଓ ଶିଶୁ ଆହତ ହୋଇଛନ୍ତି। ଏଥିସହ ତିନୋଟି ପରିବାରର ୮ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଗୁଣୁପୁର ଦମକଳ ବାହିନୀ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଘଟଣା ସ୍ଥଳରେ ସ୍ଥାନୀୟ ସହକାରୀ ଜିଲାପାଳ, ଗୁଣୁପୁର ତହସିଲଦାର୍ ଓ ଅତିରିକ୍ତ ତହସିଲଦାର୍ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories