www.samajalive.in
Monday, December 8, 2025
14.1 C
Bhubaneswar

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଦେହାନ୍ତ ହୋଇଛି। ଭଦ୍ରକରୁ ବାଇକରେ ଫେରିବାବେଳେ ୧୬ ନମ୍ବର ଜାତୀୟ ରାଜପଥ ଚିଙ୍ଗୁଡିପୁର ନିକଟରେ ଏକ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା।

ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ ଘୋଷଣା କରିଛନ୍ତି ଡାକ୍ତର। ହାସ୍ୟ ଅଭିନେତା ଭାବେ ଖୁବ କମ୍ ବୟସରେ ଲୋକଙ୍କ ମନ ଜିଣିଥିଲେ ଗୁରୁ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories