www.samajalive.in
Sunday, December 14, 2025
19.1 C
Bhubaneswar

ମହିଳା ଦିବସରେ ବିକାଶ ମଞ୍ଚର ସଚେତନତା

ଗୁରୁଡିଝାଟିଆ: ଆଠଗଡ ଅଞ୍ଚଳର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆଠଗଡ ବିକାଶ ମଞ୍ଚ ପକ୍ଷରୁ ଗୋବରା ଗ୍ରାମର ଅଙ୍ଗନବାଡି କେନ୍ଦ୍ରଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା ତଥା ସମାଜସେବୀ ମାନସ ରଞ୍ଜନ ବସ୍ତିଆ ଏଥିରେ ଯୋଗଦେଇ ଆନ୍ତର୍ଜାତୀୟ ମହିଳା ଦିବସ ପାଳନର ଲକ୍ଷ୍ୟ, ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସଂପର୍କରେ ଆଲୋକପାତ କରିବା ସହ ମହିଳାମାନେ ସଶକ୍ତ ଓ ଆତ୍ମନିର୍ଭରଶୀଳ ହେଲେ ସମାଜର ପ୍ରକୃତ ବିକାଶ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ସମାଜସେବୀ ମାଗୁଣି ଚରଣ ରାଉତ ଯୋଗଦେଇ ଉଦ୍‍ବୋଧନ ଦେଇଥିଲେ। ଏହି ଅବସରରେ ଶତାଧିକ ମହିଳା ଓ ଝିଅଙ୍କୁ ସ୍ୱଚ୍ଛତା ପାଇଁ ସାନିଟାରୀ ନାପକିନ ବଣ୍ଟନ କରାଯାଇଥିଲା।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories