www.samajalive.in
Sunday, December 14, 2025
19.1 C
Bhubaneswar

ମା’ ଦୁର୍ଗାଙ୍କ ମାଟି ଅନୁକୂଳ

ଗୁରୁଡ଼ିଝାଟିଆ: ନୂଆଶାସନ ଗ୍ରାମରେ ମା ଦୂର୍ଗାଙ୍କ ପ୍ରତିମୂର୍ତ୍ତି ମାଟି ଅନୁକୂଳ କାର୍ଯ୍ୟ ଶାସ୍ତ୍ରୀୟ ବିଧିମୁତାବକ ଅନୁଷ୍ଠିତ ହୋଇଛି।ମହାନଦୀ ର ମା ଜାଗୁଳାଇ ଙ୍କ ପୀଠ ନିକଟରୁ ମାଟିଉଠା ଅନୁକୂଳ କରାଯାଇଥିଲା। ପୂଜକ ବାସୁଦେବ ଶତପଥି ଓ ଶୁରେସ କୁମାର ପଣ୍ଡା ପୂଜାର୍ଚ୍ଚନା କରିଥିବା ବେଳେ କର୍ତ୍ତା ଭାରେ ଶ୍ରୀପତି ସାହୁ ଦାୟିତ୍ୱ ନିର୍ବାହ କରିଥିଲେ। ଗାଁର ସଂକୀର୍ତ୍ତନ ମଣ୍ଡଳୀ ଓ ଯୁବକମାନେ ଏହି କାର୍ଯ୍ୟରେ ଯୋଗ ଦେଇଥିଲେ।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories