www.samajalive.in
Sunday, December 14, 2025
14.1 C
Bhubaneswar

ଗୋପବନ୍ଧୁ ଚିକିତ୍ସାଳୟ ଓ ଜେକେ ଲକ୍ଷ୍ମୀ ସିମେଣ୍ଟ ପକ୍ଷରୁ ସ୍ୱାସ୍ଥ୍ୟସେବା ଶିବିର

ଗୁରୁଡିଝାଟିଆ: ଘଣ୍ଟିଖାଲ ପଞ୍ଚାୟତର ରାଧାଶ୍ୟାମପୁର ଅନୁସୂଚିତ ଜନଜାତି ଗାଁରେ ଗୋପବନ୍ଧୁ ଚିକିତ୍ସାଳୟ ଓ ଜେକେ ଲକ୍ଷ୍ମୀ ସିମେଣ୍ଟ କାରଖାନାର ମିଳିତ ଆନୁକୂଲ୍ୟରେ ଏକ ମାଗଣା ସ୍ୱାସ୍ଥ୍ୟସେବା ଶିବିର ଓ ଔଷଧ ବଣ୍ଟ କରାଯାଇଛି। ଡାକ୍ତର ବିକ୍ରମ ଷଡଙ୍ଗି ଓ ସେବିକାମାନେ ଉପସ୍ଥିତ ରହି ପ୍ରାୟ ୮୦ଜଣ ଲୋକଙ୍କୁ ଚିକିତ୍ସାସେବା ଓ ମାଗଣୀ ଔଷଧ ବଣ୍ଟନ କରାଯାଇଥିଲା।

ଅନୁଷ୍ଠାନର ପ୍ରକଳ୍ପ ପ୍ରବନ୍ଧକ ଭବାନୀ ପ୍ରସାଦ ମିଶ୍ର , ଉପପ୍ରବନ୍ଧକ ଡ.ନିତ୍ୟ ସୁନ୍ଦର ସିଏ, କାରଖାନାର ପାରିପାଶ୍ୱର୍ିକ ଉନ୍ନୟନ ଅଧିକାରୀ ସୁଶିଲ କୁମାର ରାଉତ,ସରପଞ୍ଚଙ୍କ ପ୍ରତିନିଧି ସୁବାସ ବିଶ୍ୱାଳ, ସମିତିସଭ୍ୟ ପ୍ରତିନିଧି ସରୋଜ ପ୍ରଧାନ, ଶ୍ରମିକ ନେତା ସନ୍ତୋଷ ବେହେରା, ରବିନ୍ଦ୍ର ବରାଳ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories