www.samajalive.in
Monday, December 15, 2025
15.1 C
Bhubaneswar

ବିଦ୍ୟୁତ ଆଘାତରେ ଯୁବକର ମୃତ୍ୟୁ

ଗୁରୁଡ଼ିଝାଟିଆ: ବିଦ୍ୟୁତ ଆଘାତରେ କାଖଡି ପଂଚାୟତ ଅନ୍ତର୍ଗତ ମହାଳପଡା ଗାଁ ର ଉମାଶଙ୍କର ନାଏକ(୪୨)ଙ୍କ ମୃତ୍ୟୁ ଘଟିଛି। ନିଜ ଘରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇପଡ଼ିଥିଲା। ନିକଟସ୍ଥ ବ୍ରହ୍ମପୁର ଗୋଷ୍ଟୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ନିଆଯାଇଥିଲା ହେଲେ ଡାକ୍ତର ସେଠାରେ ମୃତ୍ୟୁ ଘୋଷଣା କରିଥିଲେ। ଗାଁ ର ମହେଶ୍ୱର ନାଏକ ର ପୁତ୍ର ଉମାଶଙ୍କର ଦିନ ମଜୁରିଆ ଭାବେ କାର୍ଯ୍ୟ କରିଥାଏ। ତା ‘ ର ଦୁଇଟି ଛୋଟ ଝିଅ ଓ ଗୋଟିଏ ପୁଅ ଅଛି। ମୃତ୍ୟୁ ରେ ଗାଁ ରେ ଶୋକର ଛାୟା ଖେଳି ଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories