www.samajalive.in
Sunday, December 7, 2025
23.1 C
Bhubaneswar

ମହୁମାଛି ଆକ୍ରମଣରେ ୫ ଆହତ

ଗୁରୁଡ଼ିଝାଟିଆ: ମହୁମାଛି ଆକ୍ରମଣରେ ୫ ଜଣ ଆହତ ହୋଇଥିବା ବେଳେ ଓରନ୍ଦା ଗାଁରେ ଭୟର ବାତାବରଣ ଦେଖାଯାଇଥିଲା। ଗାଁର ବେଣୁଧର ବେଉରା ଗୁରୁତର ହୋଇଥିବା ବେଳେ ସ୍ଥାନୀୟ ଗାଁର ଆଉ ୪ ଜଣ  ସାମାନ୍ୟ ଆହତ ହୋଇଛନ୍ତି। ଗାଁ ଠାରୁ ପିଠାଖିଆ ଯାଇଥିବା ରାସ୍ତାର ପୋଖରୀ ପାଖରେ ଥିବା ଏକ ଗଛରେ ଥିବା ମହୁମାଛି ଅତର୍କିତ ଭାବେ ଦଳ ଦଳ ହୋଇ ଆସି ରାସ୍ତା ଦେଇ ଯାଉଥିବା ପଥଚାରୀଙ୍କୁ ଆକ୍ରମଣ କରିଥିଲେ। ବନ ବିଭାଗ ତୁରନ୍ତ ଏଥି ପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି।

୧୮ ବର୍ଷ ପରେ ଏକାଠି ହେବେ ଶୁକ୍ର-ରାହୁ: ଏହି ୩ ରାଶିଙ୍କ ଉପରେ ହେବ ଧନ ବର୍ଷା, ବିବାହ,ଖୋଲିବ ବନ୍ଦ ଭାଗ୍ୟର ତାଲା..

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories