www.samajalive.in
Monday, December 8, 2025
27.1 C
Bhubaneswar

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବିଶେଷଜ୍ଞଙ୍କ ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଞ୍ଚଳ ପରିଦର୍ଶନ

ଗୁରୁଡ଼ିଝାଟିଆ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ରାଜ୍ୟର ଅନ୍ୟତନ ପ୍ରତିନିଧି ଡାକ୍ତର ବିଶ୍ୱପ୍ରକାଶ ଦତ୍ତ ଆଜି ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଶୁକ୍ରବାର କଣ୍ଡରେଇ ପଞ୍ଚାୟତର ସାବିତ୍ରୀପୁର ପରିଦର୍ଶନ କରିଥିଲେ। ସଠିକ୍‍ ପରିମାଣରେ ଜନସାଧାରଣଙ୍କୁ କୃମିନାଶକ ବଟିକା ଓ ଫାଇଲେରିଆ ନିରାକରଣ ପାଇଁ ଔଷଟ ଖୁଆଇଦିଆଯାଉଛି କି ନାହିଁ ସେ ସଂପର୍କରେ ଲୋକମାନଙ୍କୁ ପଚାରି ବୁଝିଥିଲେ। ଏପରିକି ଜନସାଧାରଣଙ୍କ ମତାମତକୁ ଭିଡିଓ ମାଧ୍ୟମରେ ଉତ୍ତୋଳନ କରିଥିଲେ। ଏହାପରେ ଜିଲ୍ଲା ମ୍ୟାଲେରିଆ ଅଧିକାରୀ ଡାକ୍ତର କସ୍ତୁରୀ ମିଶ୍ର , ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଦିଲ୍ଳିପ ଦାସ, ବ୍ଲକ ସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ କବିତାରାଣୀ ଦାସ ଙ୍କ ସହିତ କ୍ଷେତ୍ର କର୍ମଚାରୀମାନେ ଉପସ୍ଥିତ ଥିଲେ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories