www.samajalive.in
Saturday, December 6, 2025
23.1 C
Bhubaneswar

ତେଲ ଚୋରି ଅଭିଯୋଗରେ ୩ ଗିରଫ

ଗୁରୁଡିଝାଟିଆ : ଖୁଣ୍ଟୁଣି ପୁଲିସ ଡିଜେଲ ଚୋରି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ ମୁକୁନା ସିଂ, ଦିଲପନ ଦିଗାଲ ଓ ମନୋରଞ୍ଜନ ନାୟକ। ପ୍ରକାଶ ଯୋଗ୍ୟ ଏହି ଥାନା ଅନ୍ତର୍ଗତ ରାଧାରମଣପୁର ନିକଟରେ ଏକ ଠିକା ସଂସ୍ଥା ଅଧିନରେ ଅଭିଯୁକ୍ତମାନେ ଶ୍ରମିକଙ୍କ କାର୍ଯ୍ୟ କରୁଥିଲେ। ହେଲେ ସୁଯୋଗ ଉଣ୍ଡି ସଂସ୍ଥାର ଡିଜେଲ ବୋଝେଇ ଗାଡିରୁ ତେଲ ଚୋରି କରି ନେଇଥିଲେ। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ହାଜତ ଚାଲାଣ କରାଯାଇଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories