www.samajalive.in
Saturday, December 6, 2025
14.1 C
Bhubaneswar

ବିଦ୍ୟୁତ ଆଘାତରେ ଯୁବକ ମୃତ

ଗୁରୁଡିଝାଟିଆ : ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୋବରା ଗାଁର ପ୍ରଭାକର ବେହେରାଙ୍କ ପୁତ୍ର ଅଭିଜିତ୍ (୨୦)ର ମୃତ୍ୟୁଘଟିଛି। ଅଭିଜିତ୍ ଙ୍କ ଅକାଳ ବିୟୋଗରେ ଗାଁରେ ଶୋକର ଛାୟା ଖେଳିଯାଇଛି। କାଳ ବୈଶାଖି ପ୍ରଭାବରେ ବିଦ୍ୟୁତ୍ ତାର ଛିଣ୍ଡି ଯାଇଥିବା ବେଳେ ଅଭିଜିତ୍ ତାର ସଂସ୍ପର୍ଶରେ ଆସି ଯାଇଥିଲେ।ଫଳରେ ଗୁରୁତର ହୋଇପଡିଥିଲେ। କଟକ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣା ସଂପର୍କରେ ଖବର ପାଇଁ ଯୁବନେତା ଆଦିତ୍ୟ ପ୍ରତାପ ସ୍ୱାଇଁ ,ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରତିନିଧି ରଞ୍ଜନ ଆଚାର୍ଯ୍ୟ, ସରପଞ୍ଚଙ୍କ ପ୍ରତିନିଧି ପ୍ରଭାତ ଥାଟୋଇ ଶୋକ ସନ୍ତପ୍ତ ପରିବାର ପାଖରେ ପହଞ୍ଚି ଆଶ୍ୱାସନା ଦେବା ସହ ଶେଷ ଦର୍ଶନ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories