www.samajalive.in
Monday, December 15, 2025
24.1 C
Bhubaneswar

ଥର୍‌ ଗାଡି ଦୁର୍ଘଟଣା ; ୫ ଯୁବକ ମୃତ

ନୂଆଦିଲ୍ଲୀ : ଗୁରୁଗାଓଁରେ ଶନିବାର ଭୋର ୪ଟା ସମୟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଦ୍ରୁତଗାମୀ ଥର୍‌ ଗାଡି ହଠାତ୍‌ ଏକ ଡିଭାଇଡରରେ ଧକ୍କା ହେବା ପରେ ଏଥିରେ ୫ ଜଣ ଯୁବକଙ୍କ ଜୀବନ ଚାଲି ଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହ ଜବତ କରିବା ସହ ଜଣେ ଗୁରୁତର ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଗାଡିରେ ସଭିଏଁ ଉତ୍ତରପ୍ରଦେଶର ବାସିନ୍ଦା ବେ।।ଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଭୋର ସମୟରେ ୯ ନମ୍ବର ଜାତୀୟ ରାଜପଥରେ ଦିଲ୍ଲୀରୁ ରୋହତକ ଯାଉଥିବା ଏକ ଥର୍‌ ଗାଡି ନିୟନ୍ତ୍ରଣ ହରାଇ ଡିଭାଇଡରରେ ପିଟି ହୋଇ ଧକ୍କା ହୋଇଥିଲା । ଧକ୍କା ଜୋରରେ ହୋଇଥିବାରୁ ଗାଡି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି ।

ଖୁବ୍‌ ଖାସ୍‌ ଚଳିତ ବର୍ଷର ମହାନବମୀ: ଏହି ରାଶିଙ୍କୁ ମିଳିବ ବଡ ଖୁସି, ହଠାତ୍‌ ହେବେ ଧନୀ, ଦୂର ହେବ ଚିନ୍ତା, ଚମକିବ ଭାଗ୍ୟ..

- Advertisement -

 

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories