www.samajalive.in
Saturday, December 6, 2025
15.1 C
Bhubaneswar

ଜମ୍ମୁ-କାଶ୍ମୀର: ପ୍ରବଳ ବର୍ଷା ଓ ଭୂସ୍ଖଳନରେ ୩ ମୃତ, ଜାତୀୟ ରାଜପଥ ବନ୍ଦ

ଜମ୍ମୁ: ଜମ୍ମୁ-କାଶ୍ମୀରର ରାମବନ ଅଞ୍ଚଳରେ ଶନିବାର ରାତିରେ କୁଆପଥର ବର୍ଷା, ପବନ ଓ ଭୂସ୍ଖଳନ ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନେକ ଲୋକଙ୍କ ଘର ତଥା ଧନ ସମ୍ପତ୍ତି ନଷ୍ଟ ହୋଇଛି। ଜାତୀୟ ରାଜପଥ ଅବରୋଧ ହୋଇଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories