www.samajalive.in
Saturday, December 6, 2025
23.1 C
Bhubaneswar

କେଶ ପାଇଁ ଅଲିଭ ଅଏଲ,ଲେମ୍ବୁ ରସ,ଦହି

କେଶ ପାଇଁ ଅଲିଭ ଅଏଲ,ଲେମ୍ବୁ ରସ,ଦହି  ଖୁବ ଉପକାରୀ ଅଟେ। ଏଥିରେ ଆଣ୍ଟି ଫଙ୍ଗଲ ଗୁଣ ରହିଛି। ଯାହା ଆମର ରୂପି ସମସ୍ୟାକୁ ଦୂର କରିବା ସହ କେଶର ମୂଳକୁ ମଜଭୂତ କରିଥାଏ। କେଶ ଉପୁଡ଼ିବା ସମସ୍ୟାରୁ ମୁକ୍ତି ଦେଇଥାଏ।
ଜାଣନ୍ତୁ କେଶ ପାଇଁ କିଭଳି ଦହିର ବ୍ୟବହାର କରିବେ……

ଅଲିଭ ଅଏଲ ଓ ଦହି –

- Advertisement -

ଅଲିଭ ଅଏଲ ଓ ଦହିକୁ ମିଶାଇ ଆପଣ କେଶ ପାଇଁ ଏକ ପେଷ୍ଟ ପ୍ରସ୍ତୁତ କରି ଦିଅନ୍ତୁ।

ଆବଶ୍ୟକ ସାମଗ୍ରୀ –
୧ ଚାମଚ ଅଲିଭ ଅଏଲ

୧କପ ଦହି

୧ ଚାମଚ ଲେମ୍ବୁ ରସ

୨ କପ ପାଣି

ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ପାଣି , ଲେମ୍ବୁରସ ମିଶାଇ ରଖନ୍ତୁ। ପରେ ଦହି ଓ ଅଲିଭ ଅଏଲକୁ ମିଶାଇ ଦିଅନ୍ତୁ।ଏହା ପରେ ଏହାକୁ କେଶରେ ଲଗାଇ ୪୦ ରୁ ୫୦ ମିନିଟ ରଖନ୍ତୁ। ନିର୍ଦ୍ଧାରିତ ସମୟ ପରେ ସାମ୍ପୁରେ ମୁଣ୍ଡ ଧୋଇ ଦିଅନ୍ତୁ।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories