mission shakti banner

କେଶ ଝଡୁଛି କି?

bjd gruha runa banner

କେଶ ଝଡ଼ିବାକୁ ରୋକିବା ପାଇଁ ପାନର ପତ୍ରକୁ ବ୍ୟବହାର କରି ଏହି ସମସ୍ୟାକୁ ଦୂର କରିହେବ। ଏଥିପାଇଁ ସର୍ବପ୍ରଥମେ ପାନ ପତ୍ରକୁ ପେଷି ଦିଅନ୍ତୁ। ଏହାପରେ ସେହି ପେଷ୍ଟରେ ରାଶି କିମ୍ବା ନଡ଼ିଆ ତେଲ ମିଶାଇ କେଶ ମୂଳରେ ଲଗାନ୍ତୁ। ଏକ ଘଣ୍ଟା ରଖିବା ପରେ ମୁଣ୍ଡ ସଫା କରି ଦିଅନ୍ତୁ।
ପାନ ପତ୍ରରେ ଆଣ୍ଟି-ବ୍ୟାକ୍ଟେରିୟଲ ଗୁଣ ରହିଛି।

ନଡ଼ିଆ ତେଲ ଓ ମହୁ –
୧ କପ ନଡ଼ିଆ ତେଲରେ ଅଳ୍ପ ପରିମାଣରେ ମହୁ ମିଶାଇ ଏହାକୁ ଭଲ ଭାବେ ଫେଣ୍ଟି ଦିଅନ୍ତୁ। ସପ୍ତାହକୁ ୨ଥର ଏହାକୁ କେଶର ମୂଳରେ ଭଲ ଭାବେ ମାଲିସ କରି ଲଗାନ୍ତୁ । ରାତିରେ ଲଗାଇ ସକାଳେ ସାମ୍ପୋରେ ଧୋଇ ଦିଅନ୍ତୁ। ଏପରି କରିବା ଦ୍ୱାରା କେଶ ଲମ୍ବା ଓ ଘନ ହେବା ସହ ରେଶମୀ , ଆକର୍ଷିତ ମଧ୍ୟ ହୋଇଥାଏ। ଏହାକୁ ଥରେ ପ୍ରସ୍ତୁତ କରି ୨ରୁ୩ ସପ୍ତାହ ବ୍ୟବହାର କରିପାରିବେ। ଏହା କେଶ ଉପୁଡ଼ିବା ବହୁ ପରିମାଣରେ କମ କରିଥାଏ।

Comments are closed.