www.samajalive.in
Saturday, December 6, 2025
26.1 C
Bhubaneswar

କେଶ ଝଡୁଛି କି?

କେଶ ଝଡ଼ିବାକୁ ରୋକିବା ପାଇଁ ପାନର ପତ୍ରକୁ ବ୍ୟବହାର କରି ଏହି ସମସ୍ୟାକୁ ଦୂର କରିହେବ। ଏଥିପାଇଁ ସର୍ବପ୍ରଥମେ ପାନ ପତ୍ରକୁ ପେଷି ଦିଅନ୍ତୁ। ଏହାପରେ ସେହି ପେଷ୍ଟରେ ରାଶି କିମ୍ବା ନଡ଼ିଆ ତେଲ ମିଶାଇ କେଶ ମୂଳରେ ଲଗାନ୍ତୁ। ଏକ ଘଣ୍ଟା ରଖିବା ପରେ ମୁଣ୍ଡ ସଫା କରି ଦିଅନ୍ତୁ।
ପାନ ପତ୍ରରେ ଆଣ୍ଟି-ବ୍ୟାକ୍ଟେରିୟଲ ଗୁଣ ରହିଛି।

ନଡ଼ିଆ ତେଲ ଓ ମହୁ –
୧ କପ ନଡ଼ିଆ ତେଲରେ ଅଳ୍ପ ପରିମାଣରେ ମହୁ ମିଶାଇ ଏହାକୁ ଭଲ ଭାବେ ଫେଣ୍ଟି ଦିଅନ୍ତୁ। ସପ୍ତାହକୁ ୨ଥର ଏହାକୁ କେଶର ମୂଳରେ ଭଲ ଭାବେ ମାଲିସ କରି ଲଗାନ୍ତୁ । ରାତିରେ ଲଗାଇ ସକାଳେ ସାମ୍ପୋରେ ଧୋଇ ଦିଅନ୍ତୁ। ଏପରି କରିବା ଦ୍ୱାରା କେଶ ଲମ୍ବା ଓ ଘନ ହେବା ସହ ରେଶମୀ , ଆକର୍ଷିତ ମଧ୍ୟ ହୋଇଥାଏ। ଏହାକୁ ଥରେ ପ୍ରସ୍ତୁତ କରି ୨ରୁ୩ ସପ୍ତାହ ବ୍ୟବହାର କରିପାରିବେ। ଏହା କେଶ ଉପୁଡ଼ିବା ବହୁ ପରିମାଣରେ କମ କରିଥାଏ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories