www.samajalive.in
Saturday, December 13, 2025
26.1 C
Bhubaneswar

ଦେହରେ ଡିଜେଲ ଢାଳି ନିଆଁ ଲଗାଇଲା ନାବାଳକ

ସମାଜ ଡିଜିଟାଲ ଡେସ୍କ: ଦେହରେ ଡିଜେଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଛି ନାବାଳକ। କଟକ ପୁରୀଘାଟ ଥାନା ଅନ୍ତର୍ଗତ ମଠସାହିରେ ଏହି ଘଟଣା ଘଟିଛି। ପୁଲିସ ଏକ ଘରୁ ନାବାଳକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି। ତାଙ୍କ ଘର ପଶ୍ଚିମବଙ୍ଗରେ। ସେ ଫରିବାର ସହିତ ଏଠାରେ ଭଡ଼ାରେ ରହୁଥିଲେ। କ’ଣ ପାଇଁ ନାବାଳକ ଜଣକ ଏଭଳି ପଦକ୍ଷେପ ନେଲେ ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories