www.samajalive.in
Saturday, December 6, 2025
17.1 C
Bhubaneswar

ଭୁବନେଶ୍ୱରରେ ଆଜି ହାଫ୍ ଡେ’ ସ୍କୁଲ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରରେ ଆଜି ହାଫ୍ ଡେ’ ସ୍କୁଲ। ଭୁବନେଶ୍ୱରରେ ଆଜି ଦିନ ଗୋଟାଏ ଯାଏଁ  ସବୁ ସ୍କୁଲ୍ ଖୋଲା ରହିବ । ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଏହି ଘୋଷଣା କରାଯାଇଛି। ଟ୍ରାଫିକ କଟକଣା ଯୋଗୁଁ ଯାତାୟତ କରିବାରେ ପିଲାମାନେ ଅସୁବିଧାରେ ସମ୍ମୁଖୀନ ହେବେ। ଏହି ଆଶଙ୍କାରେ ଆଜି  ହାଫ୍ ଡେ’ ସ୍କୁଲ କରାଯିବା ପାଇଁ ଘୋଷଣା ହୋଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories