www.samajalive.in
Monday, December 15, 2025
26.1 C
Bhubaneswar

ଯବାନଙ୍କ ଝୁଲନ୍ତା ମୃତଦେହ ଜବତ, ହତ୍ୟା ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଘସିଆନ ଗାଁ ନିକଟ ଏକ ଗଛରୁ ଜଣେ ଯବାନଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ରବିବାର ପୁଲିସ ଜବତ କରିଛି। ଯବାନ ଜଣକ ହେଲେ ଗଣେଶରାମ ଭୋଇ ଏବଂ ସେ କେନ୍ଦ୍ରୀୟ ସଂରକ୍ଷିତ ପୁଲିସ ବଳ(ସିଆରପିଏଫ)ରେ ନିଯୁକ୍ତ ଥିଲେ। ଛୁଟି କାଟିବାକୁ ସେ ଗାଁକୁ ଆସିଥିବାବେଳେ ଗତ ଶୁକ୍ରବାରଠାରୁ ନିଖୋଜ ଥିଲେ। ରବିବାର ତାଙ୍କ ମୃତଦେହ ମିଳିବା ପରେ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ଯବାନଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories