www.samajalive.in
Sunday, December 7, 2025
23.1 C
Bhubaneswar

ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଉମରକୋଟ: ନବରଙ୍ଗପୁର ଉମରକୋଟରେ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ବୁର୍ଜା ପମ୍ପ ହାଉସ୍ ଫ୍ୟାନରେ ଗୋଟିଏ ଦଉଡିରେ ଦୁଇ ମୃତଦେହ ଝୁଲିରହିଛି।  ମୃତ ଯୁବକ ପମ୍ପ ହାଉସ୍‌ରେ ଠିକା କର୍ମଚାରୀ ଭାବେ କାମ କରୁଥିବା ଜଣାପଡିଛି। ଏବଂ ଯୁବତର ଜଣକ ପାଖ ଗାଁର ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟା କିମ୍ବା ଆତ୍ମହତ୍ୟା ସେ ନେଇ କୌଣସି ସୂଚନା ମିଳିନି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories