www.samajalive.in
Sunday, December 7, 2025
14.1 C
Bhubaneswar

ଯୁବକଯୁବତୀଙ୍କ ଝୁଲନ୍ତା ମୃତଦେହ ଠାବ

ଉମରକୋଟ : ଯୁବକଯୁବତୀଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଛି। ଏହି ଘଟଣା ଉମରକୋଟ ସ୍ଥିତ ଚିକଲପଦର ଗ୍ରାମପଞ୍ଚାୟତ ଛୋଟାଗୁଡା ଗ୍ରାମରେ ଦେଖିବାକୁ ମିଳିଛି। ଉଭୟଙ୍କ ମୃତଦେହ ଏକ ଗଛରେ ଝୁଲୁଥିବାର ଦେଖିବାକୁ ମିଳିଛି। ମୃତ ଯୁବକଯୁବତୀଙ୍କ ଘର ସେହି ଗ୍ରାମରେ ବୋଲି କୁହାଯାଉଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories