ହନୁମାନ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ରେଙ୍ଗାଲି : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ମହାବୀର ଛକ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ପାଳନ ପାଇଁ ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ  ହନୁମାନ ଜୟନ୍ତୀ କିପରି ଶାନ୍ତି ଶୃଙ୍ଖଳାରେ ପାଳନ କରାଯିବ ଏବଂ ଏହି ଅବସରରେ  ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମର ରୂପରେଖ ଉପରେ ଆଲୋଚନା କରାଯାଇଥିଲା ।

Comments are closed.