www.samajalive.in
Saturday, December 6, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ହରଭଙ୍ଗା ଆଇଆଇସି

ହରଭଙ୍ଗା : ବୌଦ୍ଧ ଜିଲା ହରଭଙ୍ଗା ଥାନା ଆଇଆଇସି ପୁଷ୍ପଲତା ରାଉତରାୟ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଶୁକ୍ରବାର ବାଲିଘାଟ ମାଲିକଙ୍କଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ସମୟରେ ସେ ବ୍ରହ୍ମପୁର ଭିଜିଲାନ୍ସ ହାତରେ ଧରାପଡିଛନ୍ତି।

ସୂଚନା ଅନୁସାରେ, ହରଭଙ୍ଗା ତହସିଲର ସୁରୁଣ୍ଡି ମହାନଦୀ ବାଲିଘାଟ ମାଲିକ ଶରତ ବେହେରାଙ୍କଠାରୁ ୧ଲକ୍ଷ ଟଙ୍କା ଲାଞ୍ଚ ପାଇଁ ଆଇଆଇସି ଦାବୀ କରିଥିଲେ। ଶେଷରେ ବାଲିଘାଟ ମାଲିକ ଶରତ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ଆଜି ଶରତଙ୍କଠାରୁ ଟଙ୍କା ନେବା ସମୟରେ ବ୍ରହ୍ମପୁରର ସ୍ୱତନ୍ତ୍ର ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories