www.samajalive.in
Saturday, December 6, 2025
14.1 C
Bhubaneswar

ବିଦ୍ୟୁତ ସର୍ଟସର୍କିଟରୁ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଧୂଙ୍ଗିଆମୁଣ୍ଡା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗାଁର ହରି ବେହେରାଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ବିଳମ୍ବିତ ରାତିରେ ଏଭଳି ଅଘଟଣ ଘଟିଛି। ବିଦ୍ୟୁତ୍ ସର୍ଟ ସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଖବର ପାଇବା ପରେ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।   ଅଗ୍ନିକାଣ୍ଡରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories