www.samajalive.in
Saturday, December 6, 2025
14.1 C
Bhubaneswar

ହାଇଓ୍ବା-ବାଇକ୍ ଧକ୍କା: ବାଇକ୍ ଚାଳକ ମୃତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଲକ୍ଷ୍ମଣପୁର ନିକଟରେ ହାଇଓ୍ବା-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ବାଇକ୍ ଚାଳକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକ ହରଭଙ୍ଗା ଥାନା ଅଯୋଧ୍ୟା ଗାଁର ଅମୁଲ୍ୟ ମହାକୁଡ଼(୨୩) ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଅମୂଲ୍ୟ ମହାକୁଡ ଏବଂ ଟୁଲୁ କଠାର ଛତ୍ରଙ୍ଗ ପଟୁ ଚାରି ଛକ ଆଡକୁ ଯାଉଥିଲେ। ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ହାଇଓ୍ବା ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଅମୂଲ୍ୟଙ୍କର ମୃତ୍ୟୁ ଘଟିଥିବାବେଳେ ଟୁଲୁ କଠାର (୧୭)ଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories