www.samajalive.in
Friday, December 5, 2025
23.1 C
Bhubaneswar

ବିଷାକ୍ତ ସାପ କାମୁଡ଼ାରେ ଭଉଣୀ ମୃତ, ଭାଇ ଗୁରୁତର

ହରଭଙ୍ଗା : ସାପ କାମୁଡ଼ାରେ ଭଉଣୀ ମୃତ, ଭାଇ ଗୁରୁତର । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଡମକୁଜ ଗାଁରେ ଦୁଃଖଦ ଘଟଣା ଘଟିଛି। ଗତକାଲି ରାତିରେ ଉଭୟ ଭାଇ-ଭଉଣୀ ଘରେ ଶୋଇଥିବାବେଳେ ଏକ ବିଷାକ୍ତ ଚିତି ସାପ ତାଙ୍କୁ କାମୁଡିଥିଲା। ଫଳରେ ଘଟଣା ସ୍ଥଳରେ ଉଭଣୀର ମୃତ୍ୟୁ ଘଟିଥିଲା। ମୃତକ ସ୍ଵଗତଃ ହରିହର ପୋଢଙ୍କ ଝିଅ ଦେବକୀ ପୋଢ ବୋଲି ଜଣାପଡିଛି। ସେ ଷଷ୍ଠ ଶ୍ରେଣୀରେ ପାଠ ପଢୁଥିବା ଜଣାପଡିଛି। ଭାଇ ପ୍ରଥମ ଶ୍ରେଣୀରେ ପଢୁଥିବା ପ୍ରହଲ୍ଲାଦ ପୋଢ଼ (୫ ବର୍ଷ) କୁ ଗୁରୁତର ଅବସ୍ଥାରେ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories