www.samajalive.in
Saturday, December 6, 2025
23.1 C
Bhubaneswar

ଭୈରବୀଙ୍କ ଆଶୀର୍ବାଦ ଭିକ୍ଷା କଲେ ନୂତନ ଜିଲ୍ଲାପାଳ

ହରଭଙ୍ଗା : ରବିବାର ବୌଦ୍ଧରେ ନୂତନ ଜିଲ୍ଲାପାଳ ଭାବେ ସୁବ୍ରତ କୁମାର ପଣ୍ଡା ଦାୟିତ୍ୱ ଗ୍ରହଣ କରିଛନ୍ତି। ଭୁବନେଶ୍ୱରରୁ ବୌଦ୍ଧ ଯିବା ବାଟରେ ହରଭଙ୍ଗା ବ୍ଲକ ପୁରୁଣାକଟକସ୍ଥିତ ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ କଡ଼ରେ ଅବସ୍ଥିତ ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା ଭୈରବୀଙ୍କ ଦର୍ଶନ ସହ ଆଶୀର୍ବାଦ ଭିକ୍ଷା କରିଥିଲେ। ଏହି ସମୟରେ ଜିଲ୍ଲାପାଳଙ୍କ ସହିତ ହରଭଙ୍ଗା ବିଡିଓ ଶରତ କୁମାର ସେଠି,ହରଭଙ୍ଗା ତହସିଲଦାର ବିଭୁ ପ୍ରସାଦ ସିଂ,ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ପାତ୍ର, ଯନ୍ତ୍ରୀ ପ୍ରଣବ କୁମାର ବେହେରା,କୈଳାଶ ଅଗ୍ରୱାଲା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories