www.samajalive.in
Monday, December 8, 2025
27.1 C
Bhubaneswar

କୋଭିଡ ନିୟମ ଅନୁପାଳନ ଓ ଶିକ୍ଷାଦାନରେ ସତର୍କତା ଅବଲମ୍ବନ ଆଲୋଚନା

ହରଭଙ୍ଗା: ହରଭଙ୍ଗା ବ୍ଲକର କମଳପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିତୃମାତୃ ମଞ୍ଚର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କୋଭିଡ ନିୟମ ଅନୁପାଳନ ଏବଂ ବିଦ୍ୟାଳୟ ଶିକ୍ଷାଦାନରେ ସତର୍କତା ଅବଲମ୍ବନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଦୀର୍ଘଦିନ ଧରି ବିଦ୍ୟାଳୟ ବନ୍ଦଥିବାରୁ, ବିଦ୍ୟାଳୟ ପରିବେଶର ପୁନଃରୁଦ୍ଧାର ଏବଂ ଆବଶ୍ୟକ ମରାମତି ପାଇଁ ଆଲୋଚନା ହୋଇଥିଲା। ପ୍ରଥମରୁ ପଞ୍ଚମ ଶ୍ରେଣୀ ଏ ପର୍ଯ୍ୟନ୍ତ ଖୋଲି ନଥିବାରୁ ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଶିକ୍ଷକମାନେ ଗ୍ରାମର ଗୋଷ୍ଠୀ କେନ୍ଦ୍ର କିମ୍ବା ଘରେ ଯାଇ ପାଠ ପଢ଼ିବାକୁ ପ୍ରସ୍ତାବ ଦିଆଯାଇଥିଲା। ଚଳିତ ବର୍ଷର ଶିକ୍ଷଣ ଆକଳନ ଫଳାଫଳ ଉପରେ ପ୍ରଧାନଶିକ୍ଷକ ନିର୍ମଳ ରଣା ଅଭିଭାବକ ମାନଙ୍କୁ ଅବଗତ କରାଇଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories