www.samajalive.in
Monday, December 8, 2025
20.1 C
Bhubaneswar

ହରଭଙ୍ଗା ୮ନଂ ଜୋନରେ ବିଜେଡିର ମାରାଥନ ପ୍ରଚାର

ହରଭଙ୍ଗା: ବୌଦ୍ଧ ନିର୍ବାଚନ ମଣ୍ଡଳୀର ୮ନଂ ଜିଲା ପରିଷଦ ଜୋନରେ ବିଜେଡି ପ୍ରାର୍ଥୀ ତାରାମଣୀ ପ୍ରଧାନ ସୋମବାର ତିଲେଶ୍ୱରରେ ପ୍ରଚାର କରିଥିଲେ। ଜିଲା ପରିଷଦ ପ୍ରାର୍ଥୀଙ୍କ ସହିତ ଜିଲା ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ସୌଭାଗ୍ୟ ନାଏକ, ସହକାରୀ ପର୍ଯ୍ୟବେକ୍ଷକ ନିତ୍ୟାନନ୍ଦ ଭୋଇ, ବିଜେଡି ଜିଲା କାର୍ଯ୍ୟକାରୀ ସଭାପତି ସୁବୋଧ କୁମାର ପ୍ରଧାନ,ବିଜେଡି କର୍ମୀ ପ୍ରତିଭା ସାହୁ, ଶୁଶାନ୍ତ ପ୍ରଧାନଙ୍କ ସହ ବହୁ ମହିଳାକର୍ମୀ ଘର ଘର ବୁଲି ନବୀନ ସରକାରଙ୍କ ବିକାଶ କଥା କହି ଭୋଟ ଭିକ୍ଷା କରିଥିଲେ।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories